Psalms 88:16 — Compare Translations

5 translations compared side by side

Odia - 1840
"ତୁମ୍ଭର କୋପ ମାେ ଉପରେ ବର୍ତ୍ତିଅଛି, ତୁମ୍ଭ ବିଷଯକ ଭୟ ମାେତେ ଉଚ୍ଛିନ୍ନ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ପ୍ରଚଣ୍ତ କୋପ ମୋʼ ଉପର ଦେଇ ଯାଇଅଛି; ତୁମ୍ଭର ତ୍ରାସସବୁ ମୋତେ ଉଚ୍ଛିନ୍ନ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର କୋପ ମୋ’ ଉପରେ ବର୍ତ୍ତିଅଛି, ତୁମ୍ଭ ବିଷୟକ ଭୟ ମୋତେ ଉଚ୍ଛିନ୍ନ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ପ୍ରଚଣ୍ଡ କୋପ ମୋʼ ଉପର ଦେଇ ଯାଇଅଛି; ତୁମ୍ଭର ତ୍ରାସସବୁ ମୋତେ ଉଚ୍ଛିନ୍ନ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ପ୍ରଚଣ୍ଡ କୋପ ମୋ’ ଉପର ଦେଇ ଯାଇଅଛି; ତୁମ୍ଭର ତ୍ରାସସବୁ ମୋତେ ଉଚ୍ଛିନ୍ନ କରିଅଛି।