Psalms 88:17 — Compare Translations
5 translations compared side by side
Odia - 1840
"ଏକ ବନ୍ଯାପରି ତୁମ୍ଭର ଆକ୍ରମଣ ମାେତେ ଦିନସାରା ଘରେି ରହିଥିଲା। ସମାନେେ ସବୁଆଡ଼ୁ ମାେତେ ବନ୍ଦ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାସବୁ ଦିନଯାକ ଜଳ ପରି ମୋʼ ଚାରିଆଡ଼େ ଉପସ୍ଥିତ; ତାହାସବୁ ଏକତ୍ର ମୋʼ ଚାରିଆଡ଼େ ବେଷ୍ଟନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏକ ବନ୍ୟାପରି ତୁମ୍ଭର ଆକ୍ରମଣ ମୋତେ ଦିନସାରା ଘେରି ରହିଥିଲା। ସେମାନେ ସବୁଆଡ଼ୁ ମୋତେ ବନ୍ଦ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାସବୁ ସାରାଦିନ ଜଳ ପରି ମୋʼ ଚାରିଆଡ଼େ ଉପସ୍ଥିତ; ତାହାସବୁ ଏକତ୍ର ମୋʼ ଚାରିଆଡ଼େ ବେଷ୍ଟନ କଲେ।
Odia IRV 2017 (ଓଡିଆ ବାଇବେଲ)
ତାହାସବୁ ସାରାଦିନ ଜଳ ପରି ମୋ’ ଚାରିଆଡ଼େ ଉପସ୍ଥିତ; ତାହାସବୁ ଏକତ୍ର ମୋ’ ଚାରିଆଡ଼େ ବେଷ୍ଟନ କଲେ।