Psalms 88:18 — Compare Translations
5 translations compared side by side
Odia - 1840
"ତୁମ୍ଭେ ମାରେ ପ୍ରିଯ ଲୋକମାନଙ୍କୁ ମାଠାରୁେ ଦୂରଇେ ରଖିଅଛ। ମାେ ପରିଚିତ ଲୋକମାନେ ଅନ୍ଧକାରରେ ରହିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସ୍ନେହୀକି ଓ ମିତ୍ରକୁ ମୋʼଠାରୁ ଦୂରରେ ଓ ମୋʼ ପରିଚିତ ଲୋକଙ୍କୁ ଅନ୍ଧକାରରେ ରଖିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋର ପ୍ରିୟ ଲୋକମାନଙ୍କୁ ମୋ’ଠାରୁ ଦୂରେଇ ରଖିଅଛ। ମୋ’ ପରିଚିତ ଲୋକମାନେ ଅନ୍ଧକାରରେ ରହିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସ୍ନେହୀକୁ ଓ ମିତ୍ରକୁ ମୋʼ ଠାରୁ ଦୂରରେ ଓ ମୋʼ ପରିଚିତ ଲୋକଙ୍କୁ ଅନ୍ଧକାରରେ ରଖିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସ୍ନେହୀକୁ ଓ ମିତ୍ରକୁ ମୋ’ଠାରୁ ଦୂରରେ ଓ ମୋ’ ପରିଚିତ ଲୋକଙ୍କୁ ଅନ୍ଧକାରରେ ରଖିଅଛ।