Psalms 88:2 — Compare Translations

5 translations compared side by side

Odia - 1840
"ମାରେ ପ୍ରାର୍ଥନା ପ୍ରତି ଟିକେ ଧ୍ଯାନ ଦିଅ। ମାେ ପ୍ରତି ଦୟାକରି, ମାରେ ପ୍ରାର୍ଥନାରେ କର୍ଣ୍ଣପାତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ପ୍ରାର୍ଥନା ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ମୋʼ କାକୁକ୍ତିରେ କର୍ଣ୍ଣପାତ କର;
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରାର୍ଥନା ପ୍ରତି ଟିକେ ଧ୍ୟାନ ଦିଅ। ମୋ’ ପ୍ରତି ଦୟାକରି, ମୋର ପ୍ରାର୍ଥନାରେ କର୍ଣ୍ଣପାତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ପ୍ରାର୍ଥନା ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ମୋʼ କାକୂକ୍ତିରେ କର୍ଣ୍ଣପାତ କର;
Odia IRV 2017 (ଓଡିଆ ବାଇବେଲ)
ମୋ’ ପ୍ରାର୍ଥନା ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ମୋ’ କାକୂକ୍ତିରେ କର୍ଣ୍ଣପାତ କର;