Psalms 88:3 — Compare Translations

5 translations compared side by side

Odia - 1840
"ମାରେ ପ୍ରାଣ ଦୁଃଖରେ ଭରପୁର। ମୁଁ ଶୀଘ୍ର ମରିୟିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୋʼ ପ୍ରାଣ ଦୁଃଖରେ ପରିପୂର୍ଣ୍ଣ ଓ ମୋʼ ଜୀବନ ପାତାଳର ନିକଟବର୍ତ୍ତୀ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରାଣ ଦୁଃଖରେ ଭରପୁର। ମୁଁ ଶୀଘ୍ର ମରିଯିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୋʼ ପ୍ରାଣ ଦୁଃଖରେ ପରିପୂର୍ଣ୍ଣ ଓ ମୋʼ ଜୀବନ ପାତାଳର ନିକଟବର୍ତ୍ତୀ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ମୋ’ ପ୍ରାଣ ଦୁଃଖରେ ପରିପୂର୍ଣ୍ଣ ଓ ମୋ’ ଜୀବନ ପାତାଳର ନିକଟବର୍ତ୍ତୀ ହେଉଅଛି।