Psalms 88:4 — Compare Translations

5 translations compared side by side

Odia - 1840
"ମୁଁ ଜଣେ ଶକ୍ତି ହରାଇଥିବା ପ୍ରାଯ ମୃତ ଲୋକପରି ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ସଙ୍ଗେ ଗଣିତ; ମୁଁ ଅସହାୟ ଲୋକର ସମାନ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜଣେ ଶକ୍ତି ହରାଇଥିବା ପ୍ରାୟ ମୃତ ଲୋକପରି ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ସଙ୍ଗେ ଗଣିତ; ମୁଁ ଅସହାୟ ଲୋକର ସମାନ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ସଙ୍ଗେ ଗଣିତ; ମୁଁ ଅସହାୟ ଲୋକର ସମାନ।