Psalms 88:5 — Compare Translations
5 translations compared side by side
Odia - 1840
"ମୃତଲୋକମାନଙ୍କ ମଧ୍ୟରେ ମାେତେ ଖାଜେ। ମୁଁ କବରରେ ଶାଇେଥିବା ମୃତ ବ୍ଯକ୍ତିପରି ଏବଂ ଲୋକମାନେ ଏ ବିଷଯରେ ସବୁ ଭୁଲିଗଲେ ଓ ସହାୟ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ କବରଶାୟୀ ହତ ଲୋକମାନଙ୍କୁ ତୁମ୍ଭେ ଆଉ ସ୍ମରଣ କରୁ ନାହଁ ଓ ଯେଉଁମାନେ ତୁମ୍ଭ ହସ୍ତରୁ ବିଚ୍ଛିନ୍ନ ହୋଇଅଛନ୍ତି, ସେହି ମୃତ ଲୋକମାନଙ୍କ ମଧ୍ୟରେ ମୁଁ ତ୍ୟକ୍ତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୃତଲୋକମାନଙ୍କ ମଧ୍ୟରେ ମୋତେ ଖୋଜ। ମୁଁ କବରରେ ଶୋଇଥିବା ମୃତ ବ୍ୟକ୍ତିପରି ଏବଂ ଲୋକମାନେ ଏ ବିଷୟରେ ସବୁ ଭୁଲିଗଲେ ଓ ସହାୟ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ କବରଶାୟୀ ହତ ଲୋକମାନଙ୍କୁ ତୁମ୍ଭେ ଆଉ ସ୍ମରଣ କରୁ ନାହଁ ଓ ଯେଉଁମାନେ ତୁମ୍ଭ ହସ୍ତରୁ ବିଚ୍ଛିନ୍ନ ହୋଇଅଛନ୍ତି, ସେହି ମୃତ ଲୋକମାନଙ୍କ ମଧ୍ୟରେ ମୁଁ ତ୍ୟକ୍ତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଯେଉଁ କବରଶାୟୀ ହତ ଲୋକମାନଙ୍କୁ ତୁମ୍ଭେ ଆଉ ସ୍ମରଣ କରୁ ନାହଁ ଓ ଯେଉଁମାନେ ତୁମ୍ଭ ହସ୍ତରୁ ବିଚ୍ଛିନ୍ନ ହୋଇଅଛନ୍ତି, ସେହି ମୃତ ଲୋକମାନଙ୍କ ମଧ୍ୟରେ ମୁଁ ତ୍ୟକ୍ତ ହୋଇଅଛି।