Psalms 88:7 — Compare Translations

5 translations compared side by side

Odia - 1840
"ତୁମ୍ଭ କୋର୍ଧରେ ମୁଁ ବୋଝ ଅନୁଭବ କଲି। ତୁମ୍ଭର ସମସ୍ତ ଢ଼େଉ ମାେତେ ଓଲଟ ପାଲଟ କରି ପକାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର କୋପ ମୋʼ ଉପରେ ପ୍ରବଳ ହୋଇ ରହୁଅଛି ଓ ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ କ୍ରୋଧରେ ମୁଁ ବୋଝ ଅନୁଭବ କଲି। ତୁମ୍ଭର ସମସ୍ତ ଢେଉ ମୋତେ ଓଲଟ ପାଲଟ କରି ପକାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର କୋପ ମୋʼ ଉପରେ ପ୍ରବଳ ହୋଇ ରହୁଅଛି ଓ ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର କୋପ ମୋ’ ଉପରେ ପ୍ରବଳ ହୋଇ ରହୁଅଛି ଓ ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ। [ସେଲା]