Psalms 88:8 — Compare Translations

5 translations compared side by side

Odia - 1840
"ମାରେ ବନ୍ଧୁମାନେ ମାେତେ ଛାଡ଼ିଗଲେ, ମୁଁ ଅଛୁଆଁ ପରି ସମାନେେ ମାଠାରୁେ ଦୂରଇେ ଗଲେ। ମୁଁ ଏକ ଗୃହରେ ବନ୍ଦୀ ଅଛି, ମୁଁ ବାହାରକୁ ୟାଇପାରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋହର ପରିଚିତ ଲୋକମାନଙ୍କୁ ମୋʼଠାରୁ ଦୂରରେ ରଖିଅଛ; ତୁମ୍ଭେ ସେମାନଙ୍କ ନିକଟରେ ମୋତେ ଘୃଣାର ବିଷୟ କରିଅଛ । ମୁଁ ଅବରୁଦ୍ଧ ହୋଇଅଛି ଓ ମୁଁ ବାହାରକୁ ଆସି ପାରୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ବନ୍ଧୁମାନେ ମୋତେ ଛାଡ଼ିଗଲେ, ମୁଁ ଅଛୁଆଁ ପରି ସେମାନେ ମୋ’ଠାରୁ ଦୂରେଇ ଗଲେ। ମୁଁ ଏକ ଗୃହରେ ବନ୍ଦୀ ଅଛି, ମୁଁ ବାହାରକୁ ଯାଇପାରିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋହର ପରିଚିତ ଲୋକମାନଙ୍କୁ ମୋʼ ଠାରୁ ଦୂରରେ ରଖିଅଛ; ତୁମ୍ଭେ ସେମାନଙ୍କ ନିକଟରେ ମୋତେ ଘୃଣାର ବିଷୟ କରିଅଛ। ମୁଁ ଅବରୁଦ୍ଧ ହୋଇଅଛି ଓ ମୁଁ ବାହାରକୁ ଆସି ପାରୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋହର ପରିଚିତ ଲୋକମାନଙ୍କୁ ମୋ’ଠାରୁ ଦୂରରେ ରଖିଅଛ; ତୁମ୍ଭେ ସେମାନଙ୍କ ନିକଟରେ ମୋତେ ଘୃଣାର ବିଷୟ କରିଅଛ। ମୁଁ ଅବରୁଦ୍ଧ ହୋଇଅଛି ଓ ମୁଁ ବାହାରକୁ ଆସି ପାରୁ ନାହିଁ।