Psalms 88:9 — Compare Translations

5 translations compared side by side

Odia - 1840
"କ୍ଲେଶ ସକାଶୁ ମାରେ ଚକ୍ଷୁ କ୍ଷୀଣ ହାଇେଅଛି। ହେ ସଦାପ୍ରଭୁ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି। ତୁମ୍ଭଠାରେ ମୁଁ ହାତ ପାତୁ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କ୍ଳେଶ ସକାଶୁ ମୋʼ ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି, ମୁଁ ତୁମ୍ଭଆଡ଼େ ଆପଣା ହସ୍ତ ପ୍ରସାରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
କ୍ଳେଶ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଅଛି। ହେ ସଦାପ୍ରଭୁ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି। ତୁମ୍ଭଠାରେ ମୁଁ ହାତ ପାତୁ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କ୍ଳେଶ ସକାଶୁ ମୋʼ ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି, ମୁଁ ତୁମ୍ଭଆଡ଼େ ଆପଣା ହସ୍ତ ପ୍ରସାରିଅଛି।
Odia IRV 2017 (ଓଡିଆ ବାଇବେଲ)
କ୍ଳେଶ ସକାଶୁ ମୋ’ ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୁ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି, ମୁଁ ତୁମ୍ଭଆଡ଼େ ଆପଣା ହସ୍ତ ପ୍ରସାରିଅଛି।