Psalms 89:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ମୁଁ ଚିରଦିନ ତୁମ୍ଭର ଦୟା ବିଷଯରେ ଗାନ କରିବି। ମାେ ମୁଖରେ, ମୁଁ ତୁମ୍ଭର ବିଶ୍ବସ୍ତତା ବିଷଯରେ ବଂଶାନୁକ୍ରମ ପର୍ୟ୍ଯନ୍ତ ଗାଉଥିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଷ୍ରାହୀୟ ଏଥନର ମସ୍କୀଲ୍ । ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ଵସ୍ତତା ପୁରୁଷ-ପରମ୍ପରା ପ୍ରତି ପ୍ରକାଶ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଇଷ୍ରାହୀୟ ଏଥନର ମସ୍କୀଲ୍। ସଦାପ୍ରଭୁ, ମୁଁ ଚିରଦିନ ତୁମ୍ଭର ଦୟା ବିଷୟରେ ଗାନ କରିବି। ମୋ’ ମୁଖରେ, ମୁଁ ତୁମ୍ଭର ବିଶ୍ୱସ୍ତତା ବିଷୟରେ ବଂଶାନୁକ୍ରମ ପର୍ଯ୍ୟନ୍ତ ଗାଉଥିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ୱସ୍ତତା ସମସ୍ତ ପିଢ଼ି ପ୍ରତି ପ୍ରକାଶ କରିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ୱସ୍ତତା ସମସ୍ତ ପିଢ଼ି ପ୍ରତି ପ୍ରକାଶ କରିବି।