Psalms 89:10 — Compare Translations
5 translations compared side by side
Odia - 1840
"ତୁମ୍ଭେ ରାହାବକୁ ପରାସ୍ତ କରିଅଛ। ସେ ଏକ ଶବପରି ଥିଲା। ତୁମ୍ଭେ ତୁମ୍ଭର ମହାଶକ୍ତି ଦ୍ବାରା ତୁମ୍ଭର ଶତ୍ରୁମାନଙ୍କୁ ଛିନ୍ନଛତ୍ର କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ରାହବକୁ ଚୂର୍ଣ୍ଣ କରି ହତ ବ୍ୟକ୍ତିର ସମାନ କରିଅଛ; ତୁମ୍ଭେ ଆପଣା ବଳିଷ୍ଠ ବାହୁରେ ନିଜ ଶତ୍ରୁମାନଙ୍କୁ ଛିନ୍ନଭିନ୍ନ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ରାହାବକୁ ପରାସ୍ତ କରିଅଛ। ସେ ଏକ ଶବପରି ଥିଲା। ତୁମ୍ଭେ ତୁମ୍ଭର ମହାଶକ୍ତି ଦ୍ୱାରା ତୁମ୍ଭର ଶତ୍ରୁମାନଙ୍କୁ ଛିନ୍ନଛତ୍ର କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ରାହବକୁ ଚୂର୍ଣ୍ଣ କରି ହତ ବ୍ୟକ୍ତିର ସମାନ କରିଅଛ; ତୁମ୍ଭେ ଆପଣା ବଳିଷ୍ଠ ବାହୁରେ ନିଜ ଶତ୍ରୁମାନଙ୍କୁ ଛିନ୍ନଭିନ୍ନ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ରାହବକୁ ଚୂର୍ଣ୍ଣ କରି ହତ ବ୍ୟକ୍ତିର ସମାନ କରିଅଛ; ତୁମ୍ଭେ ଆପଣା ବଳିଷ୍ଠ ବାହୁରେ ନିଜ ଶତ୍ରୁମାନଙ୍କୁ ଛିନ୍ନଭିନ୍ନ କରିଅଛ।