Psalms 89:11 — Compare Translations
5 translations compared side by side
Odia - 1840
"ସ୍ବର୍ଗ ଓ ପୃଥିବୀ ତୁମ୍ଭର ଅଟେ। ତୁମ୍ଭେ ଜଗତକୁ ସୃଷ୍ଟି କରିଛ ଓ ସମସ୍ତ ବସ୍ତୁଗୁଡ଼ିକ ଏହା ଉପରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ଵର୍ଗ ତୁମ୍ଭର, ପୃଥିବୀ ହିଁ ତୁମ୍ଭର; ତୁମ୍ଭେ ଜଗତ ଓ ତହିଁର ପୂର୍ଣ୍ଣତା ସ୍ଥାପନ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗ ଓ ପୃଥିବୀ ତୁମ୍ଭର ଅଟେ। ତୁମ୍ଭେ ଜଗତକୁ ସୃଷ୍ଟି କରିଛ ଓ ସମସ୍ତ ବସ୍ତୁଗୁଡ଼ିକ ଏହା ଉପରେ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ୱର୍ଗ ତୁମ୍ଭର, ପୃଥିବୀ ହିଁ ତୁମ୍ଭର; ତୁମ୍ଭେ ଜଗତ ଓ ତହିଁର ପୂର୍ଣ୍ଣତା ସ୍ଥାପନ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ସ୍ୱର୍ଗ ତୁମ୍ଭର, ପୃଥିବୀ ହିଁ ତୁମ୍ଭର; ତୁମ୍ଭେ ଜଗତ ଓ ତହିଁର ପୂର୍ଣ୍ଣତା ସ୍ଥାପନ କରିଅଛ।