Psalms 89:12 — Compare Translations
5 translations compared side by side
Odia - 1840
"ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ। ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆହ୍ଲାଦିତ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ; ତାବୋର ଓ ହର୍ମୋଣତୁମ୍ଭ ନାମରେ ଆନନ୍ଦ କରନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ। ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆହ୍ଲାଦିତ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ; ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆନନ୍ଦ କରନ୍ତି,
Odia IRV 2017 (ଓଡିଆ ବାଇବେଲ)
ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ; ତାବୋର ଓ ହର୍ମୋଣ ତୁମ୍ଭ ନାମରେ ଆନନ୍ଦ କରନ୍ତି,