Psalms 89:13 — Compare Translations
5 translations compared side by side
Odia - 1840
"ତୁମ୍ଭେ ପରାକ୍ରାନ୍ତ। ତୁମ୍ଭର ଶକ୍ତି ମହାନ୍। ସର୍ବଦା ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚରେ ସ୍ଥାପିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ପରାକ୍ରା; ବାହୁବିଶିଷ୍ଟ; ତୁମ୍ଭର ହସ୍ତ ବଳବାନ ଓ ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ପରାକ୍ରାନ୍ତ। ତୁମ୍ଭର ଶକ୍ତି ମହାନ। ସର୍ବଦା ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚରେ ସ୍ଥାପିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ପରାକ୍ରାନ୍ତ ବାହୁବିଶିଷ୍ଟ; ତୁମ୍ଭର ହସ୍ତ ବଳବାନ ଓ ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ପରାକ୍ରାନ୍ତ ବାହୁବିଶିଷ୍ଟ; ତୁମ୍ଭର ହସ୍ତ ବଳବାନ ଓ ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚ।