Psalms 89:14 — Compare Translations

5 translations compared side by side

Odia - 1840
"ଧର୍ମ ଓ ନ୍ଯାଯ ବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ। ପ୍ରମେ ଓ ଭକ୍ତି ତୁମ୍ଭ ସିଂହାସନର ସବକେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧର୍ମ ଓ ନ୍ୟାୟବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ; ଦୟା ଓ ସତ୍ୟତା ତୁମ୍ଭର ସମ୍ମୁଖଗାମୀ ।
Odia Bible ERV 2004 (ପବିତ୍ର ବାଇବଲ)
ଧର୍ମ ଓ ନ୍ୟାୟ ବିଗ୍ଭର ତୁମ୍ଭ ସିଂହାସନର ଭିତ୍ତିମୂଳ। ପ୍ରେମ ଓ ଭକ୍ତି ତୁମ୍ଭ ସିଂହାସନର ସେବକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧର୍ମ ଓ ନ୍ୟାୟବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ; ଦୟା ଓ ସତ୍ୟତା ତୁମ୍ଭର ସମ୍ମୁଖଗାମୀ।
Odia IRV 2017 (ଓଡିଆ ବାଇବେଲ)
ଧର୍ମ ଓ ନ୍ୟାୟବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ; ଦୟା ଓ ସତ୍ୟତା ତୁମ୍ଭର ସମ୍ମୁଖଗାମୀ।