Psalms 89:15 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ! ଯେଉଁମାନେ ତୁମ୍ଭକୁ ପ୍ରଶଂସା କରନ୍ତି, ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି। ସମାନେେ ତୁମ୍ଭର ଦୟାର ଆ ଲୋକରେ ବଞ୍ଚନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଲୋକେ ଆନନ୍ଦଧ୍ଵନି ଜାଣନ୍ତି, ସେମାନେ ଧନ୍ୟ; ହେ ସଦାପ୍ରଭୋ, ସେମାନେ ତୁମ୍ଭ ମୁଖର ଦୀପ୍ତିରେ ଗମନାଗମନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ! ଯେଉଁମାନେ ତୁମ୍ଭକୁ ପ୍ରଶଂସା କରନ୍ତି, ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି। ସେମାନେ ତୁମ୍ଭର ଦୟାର ଆଲୋକରେ ବଞ୍ଚନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଲୋକେ ଆନନ୍ଦଧ୍ୱନି ଜାଣନ୍ତି, ସେମାନେ ଧନ୍ୟ; ହେ ସଦାପ୍ରଭୋ, ସେମାନେ ତୁମ୍ଭ ମୁଖର ଦୀପ୍ତିରେ ଗମନାଗମନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଲୋକେ ଆନନ୍ଦଧ୍ୱନି ଜାଣନ୍ତି, ସେମାନେ ଧନ୍ୟ; ହେ ସଦାପ୍ରଭୁ, ସେମାନେ ତୁମ୍ଭ ମୁଖର ଦୀପ୍ତିରେ ଗମନାଗମନ କରନ୍ତି।