Psalms 89:16 — Compare Translations
5 translations compared side by side
Odia - 1840
"ତୁମ୍ଭର ନାମ ସମାନଙ୍କେୁ ଦିନସାରା ଆନନ୍ଦ ପ୍ରଦାନ କରେ। ସମାନେେ ତୁମ୍ଭର ଧାର୍ମିକତାକୁ ପ୍ରଶଂସା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଦିନଯାକ ତୁମ୍ଭ ନାମରେ ଆନନ୍ଦ କରନ୍ତି ଓ ତୁମ୍ଭ ଧାର୍ମିକତାରେ ସେମାନେ ଉନ୍ନତ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ନାମ ସେମାନଙ୍କୁ ଦିନସାରା ଆନନ୍ଦ ପ୍ରଦାନ କରେ। ସେମାନେ ତୁମ୍ଭର ଧାର୍ମିକତାକୁ ପ୍ରଶଂସା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସାରାଦିନ ତୁମ୍ଭ ନାମରେ ଆନନ୍ଦ କରନ୍ତି ଓ ତୁମ୍ଭ ଧାର୍ମିକତାରେ ସେମାନେ ଉନ୍ନତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସାରାଦିନ ତୁମ୍ଭ ନାମରେ ଆନନ୍ଦ କରନ୍ତି ଓ ତୁମ୍ଭ ଧାର୍ମିକତାରେ ସେମାନେ ଉନ୍ନତ ହୁଅନ୍ତି।