Psalms 89:17 — Compare Translations

5 translations compared side by side

Odia - 1840
"ତୁମ୍ଭେ ସମାନଙ୍କେର ଅଦ୍ଦ୍ଭୂତ ଶକ୍ତି। ତୁମ୍ଭ ଦୟାର ସହ ଆମ୍ଭମାନେେ ବିଜଯୀ ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ସେମାନଙ୍କ ବଳର ଗୌରବ ସ୍ଵରୂପ; ପୁଣି, ତୁମ୍ଭ ଅନୁଗ୍ରହରେ ଆମ୍ଭମାନଙ୍କ ଶୃଙ୍ଗ ଉନ୍ନତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେମାନଙ୍କର ଅ‌ଦ୍‌ଭୂତ ଶକ୍ତି। ତୁମ୍ଭ ଦୟାର ସହ ଆମ୍ଭେମାନେ ବିଜୟୀ ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ସେମାନଙ୍କ ବଳର ଗୌରବ ସ୍ୱରୂପ; ପୁଣି, ତୁମ୍ଭ ଅନୁଗ୍ରହରେ ଆମ୍ଭମାନଙ୍କ ଶୃଙ୍ଗ ଉନ୍ନତ ହେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ସେମାନଙ୍କ ବଳର ଗୌରବ ସ୍ୱରୂପ; ପୁଣି, ତୁମ୍ଭ ଅନୁଗ୍ରହରେ ଆମ୍ଭମାନଙ୍କ ଶୃଙ୍ଗ ଉନ୍ନତ ହେବ।