Psalms 89:18 — Compare Translations
5 translations compared side by side
Odia - 1840
"ଆମ୍ଭର ସୁରକ୍ଷାକାରୀ ଆମ୍ଭମାନଙ୍କର ରାଜା, ଇଶ୍ରାୟେଲର ଏକ ପବିତ୍ର ଆମ୍ଭମାନଙ୍କର ରାଜା ପରମେଶ୍ବରଙ୍କ ଦ୍ବାରା ମନୋନୀତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭମାନଙ୍କ ଢାଲ ସଦାପ୍ରଭୁଙ୍କର ଓ ଆମ୍ଭମାନଙ୍କ ରାଜା ଇସ୍ରାଏଲର ଧର୍ମସ୍ଵରୂପଙ୍କର ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ସୁରକ୍ଷାକାରୀ ଆମ୍ଭମାନଙ୍କର ରାଜା, ଇସ୍ରାଏଲର ଏକ ପବିତ୍ର ଆମ୍ଭମାନଙ୍କର ରାଜା ପରମେଶ୍ୱରଙ୍କ ଦ୍ୱାରା ମନୋନୀତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭମାନଙ୍କ ଢାଲ ସଦାପ୍ରଭୁଙ୍କର ଓ ଆମ୍ଭମାନଙ୍କ ରାଜା ଇସ୍ରାଏଲର ଧର୍ମସ୍ୱରୂପଙ୍କର।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭମାନଙ୍କ ଢାଲ ସଦାପ୍ରଭୁଙ୍କର ଓ ଆମ୍ଭମାନଙ୍କ ରାଜା ଇସ୍ରାଏଲର ଧର୍ମସ୍ୱରୂପଙ୍କର।