Psalms 89:19 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆପଣା ଅନୁସରଣକାରୀଙ୍କୁ ଦର୍ଶନ ଦଇେ କହିଲ, ଆମ୍ଭେ ଏକ ୟୁବକ ତୁମ୍ଭ ମଧ୍ଯରୁ ମନୋନୀତ କରି ତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ମୁଖ୍ଯ ସ୍ଥାପିତ କଲୁ। ଆମ୍ଭେ ସହେି ସୈନିକକୁ ଶକ୍ତିଶାଳୀ କରି ଗଢ଼ି ତୋଳିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ତୁମ୍ଭେ ଆପଣା ସଦ୍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ, ପୁଣି କହିଲ, ଆମ୍ଭେ ଏକ ବିକ୍ରମୀ ଉପରେ ସାହାଯ୍ୟ କରିବାର ଭାର ଦେଇଅଛୁ; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ମନୋନୀତ ଏକ ଜଣକୁ ଉନ୍ନତ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆପଣା ଅନୁସରଣକାରୀଙ୍କୁ ଦର୍ଶନ ଦେଇ କହିଲ, “ଆମ୍ଭେ ଏକ ଯୁବକ ତୁମ୍ଭ ମଧ୍ୟରୁ ମନୋନୀତ କରି ତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ମୁଖ୍ୟ ସ୍ଥାପିତ କଲୁ। ଆମ୍ଭେ ସେହି ସୈନିକକୁ ଶକ୍ତିଶାଳୀ କରି ଗଢ଼ି ତୋଳିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ତୁମ୍ଭେ ଆପଣା ସଦ୍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ, ପୁଣି, କହିଲ, “ଆମ୍ଭେ ଏକ ବିକ୍ରମୀ ଉପରେ ସାହାଯ୍ୟ କରିବାର ଭାର ଦେଇଅଛୁ; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ମନୋନୀତ ଏକ ଜଣକୁ ଉନ୍ନତ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ତୁମ୍ଭେ ଆପଣା ସଦ୍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ, ପୁଣି, କହିଲ, “ଆମ୍ଭେ ଏକ ବିକ୍ରମୀ ଉପରେ ସାହାଯ୍ୟ କରିବାର ଭାର ଦେଇଅଛୁ; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ମନୋନୀତ ଏକ ଜଣକୁ ଉନ୍ନତ କରିଅଛୁ।