Psalms 89:2 — Compare Translations
5 translations compared side by side
Odia - 1840
"ମୁଁ କହିଲି, ତୁମ୍ଭର ଦୟା ଚିରଦିନ ନିର୍ମାଣ ହାଇେଅଛି। ତୁମ୍ଭର ବିଶ୍ବସ୍ତତା ସ୍ବର୍ଗରେ ସ୍ଥାପନ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦୟା ସଦାକାଳ ଗଢ଼ାଯିବ ବୋଲି ମୁଁ କହିଅଛି; ତୁମ୍ଭେ ଆପଣା ବିଶ୍ଵସ୍ତତା ସ୍ଵର୍ଗରେ ହିଁ ସ୍ଥାପନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କହିଲି, “ତୁମ୍ଭର ଦୟା ଚିରଦିନ ନିର୍ମାଣ ହୋଇଅଛି। ତୁମ୍ଭର ବିଶ୍ୱସ୍ତତା ସ୍ୱର୍ଗରେ ସ୍ଥାପନ କରାଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦୟା ସଦାକାଳ ଗଢ଼ାଯିବ ବୋଲି ମୁଁ କହିଅଛି; “ତୁମ୍ଭେ ଆପଣା ବିଶ୍ୱସ୍ତତା ସ୍ୱର୍ଗରେ ହିଁ ସ୍ଥାପନ କରିବ।”
Odia IRV 2017 (ଓଡିଆ ବାଇବେଲ)
କାରଣ ଦୟା ସଦାକାଳ ଗଢ଼ାଯିବ ବୋଲି ମୁଁ କହିଅଛି; “ତୁମ୍ଭେ ଆପଣା ବିଶ୍ୱସ୍ତତା ସ୍ୱର୍ଗରେ ହିଁ ସ୍ଥାପନ କରିବ।”