Psalms 89:20 — Compare Translations
5 translations compared side by side
Odia - 1840
"ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ। ଆମ୍ଭେ ପବିତ୍ର ତୈଳରେ ତାକୁ ଅଭିଷିକ୍ତ କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ; ଆମ୍ଭ ପବିତ୍ର ତୈଳରେ ଆମ୍ଭେ ତାହାକୁ ଅଭିଷିକ୍ତ କରିଅଛୁ;
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ। ଆମ୍ଭେ ପବିତ୍ର ତୈଳରେ ତାକୁ ଅଭିଷିକ୍ତ କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଆପଣା ଦାସ ଦାଉଦଙ୍କୁ ପାଇଅଛୁ; ଆମ୍ଭ ପବିତ୍ର ତୈଳରେ ଆମ୍ଭେ ତାହାକୁ ଅଭିଷିକ୍ତ କରିଅଛୁ;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ; ଆମ୍ଭ ପବିତ୍ର ତୈଳରେ ଆମ୍ଭେ ତାହାକୁ ଅଭିଷିକ୍ତ କରିଅଛୁ;