Psalms 89:21 — Compare Translations

5 translations compared side by side

Odia - 1840
"ଆମ୍ଭେ ଆପଣା ଡାହାଣ ହସ୍ତରେ ତାଙ୍କୁ ଆଶ୍ରଯ ଦବୋ ଏବଂ ଆମ୍ଭର ଶକ୍ତିରେ ତାକୁ ବଳବାନ୍ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭ ହସ୍ତ ତାହା ସଙ୍ଗରେ ସ୍ଥିରୀକୃତ ହୋଇ ରହିବ; ମଧ୍ୟ ଆମ୍ଭର ବାହୁ ତାହାକୁ ବଳବାନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଆପଣା ଡାହାଣ ହସ୍ତରେ ତାଙ୍କୁ ଆଶ୍ରୟ ଦେବା ଏବଂ ଆମ୍ଭର ଶକ୍ତିରେ ତାକୁ ବଳବାନ୍ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭ ହସ୍ତ ତାହା ସଙ୍ଗରେ ସ୍ଥିରୀକୃତ ହୋଇ ରହିବ; ମଧ୍ୟ ଆମ୍ଭର ବାହୁ ତାହାକୁ ବଳବାନ କରିବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭ ହସ୍ତ ତାହା ସଙ୍ଗରେ ସ୍ଥିରୀକୃତ ହୋଇ ରହିବ; ମଧ୍ୟ ଆମ୍ଭର ବାହୁ ତାହାକୁ ବଳବାନ କରିବ।