Psalms 89:22 — Compare Translations
5 translations compared side by side
Odia - 1840
"ଶତ୍ରୁମାନେ ମନୋନୀତ ରାଜାଙ୍କୁ ପରାସ୍ତ କରିପାରିବେ ନାହିଁ। ଦୁଷ୍ଟ ଲୋକମାନେ ତାଙ୍କୁ ପରାସ୍ତ କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶତ୍ରୁ ତାହା ପ୍ରତି ଉପଦ୍ରବ କରିବ ନାହିଁ; କିଅବା ଦୁଷ୍ଟତାର ସନ୍ତାନ ତାହାକୁ କ୍ଳେଶ ଦେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଶତ୍ରୁମାନେ ମନୋନୀତ ରାଜାଙ୍କୁ ପରାସ୍ତ କରି ପାରିବେ ନାହିଁ। ଦୁଷ୍ଟ ଲୋକମାନେ ତାଙ୍କୁ ପରାସ୍ତ କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶତ୍ରୁ ତାହା ପ୍ରତି ଉପଦ୍ରବ କରିବ ନାହିଁ; କିଅବା ଦୁଷ୍ଟତାର ସନ୍ତାନ ତାହାକୁ କ୍ଳେଶ ଦେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଶତ୍ରୁ ତାହା ପ୍ରତି ଉପଦ୍ରବ କରିବ ନାହିଁ; କିଅବା ଦୁଷ୍ଟତାର ସନ୍ତାନ ତାହାକୁ କ୍ଳେଶ ଦେବ ନାହିଁ।