Psalms 89:23 — Compare Translations
5 translations compared side by side
Odia - 1840
"ଆମ୍ଭେ ତାହାର ବିପକ୍ଷଗଣଙ୍କୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା ଓ ତାହାର ଘୃଣାକାରୀମାନଙ୍କୁ ପରାସ୍ତ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତାହାର ବିପକ୍ଷଗଣକୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା ଓ ତାହାର ଘୃଣାକାରୀମାନଙ୍କୁ ଆଘାତ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତାହାର ବିପକ୍ଷଗଣଙ୍କୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା ଓ ତାହାର ଘୃଣାକାରୀମାନଙ୍କୁ ପରାସ୍ତ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତାହାର ବିପକ୍ଷଗଣକୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା ଓ ତାହାର ଘୃଣାକାରୀମାନଙ୍କୁ ଆଘାତ କରିବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତାହାର ବିପକ୍ଷଗଣକୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା ଓ ତାହାର ଘୃଣାକାରୀମାନଙ୍କୁ ଆଘାତ କରିବା।