Psalms 89:24 — Compare Translations

5 translations compared side by side

Odia - 1840
"ଆମ୍ଭେ ମନୋନୀତ ରାଜାଙ୍କୁ ସର୍ବଦା ପ୍ରମେ କରିବା ଏବଂ ତାଙ୍କୁ ବିଜଯୀ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭର ବିଶ୍ଵସ୍ତତା ଓ ଦୟା ତାହାର ସହବର୍ତ୍ତୀ ହେବ; ପୁଣି, ଆମ୍ଭ ନାମରେ ତାହାର ଶୃଙ୍ଗ ଉନ୍ନତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ମନୋନୀତ ରାଜାଙ୍କୁ ସର୍ବଦା ପ୍ରେମ କରିବା ଏବଂ ତାଙ୍କୁ ବିଜୟୀ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭର ବିଶ୍ୱସ୍ତତା ଓ ଦୟା ତାହାର ସହବର୍ତ୍ତୀ ହେବ; ପୁଣି, ଆମ୍ଭ ନାମରେ ତାହାର ଶୃଙ୍ଗ ଉନ୍ନତ ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭର ବିଶ୍ୱସ୍ତତା ଓ ଦୟା ତାହାର ସହବର୍ତ୍ତୀ ହେବ; ପୁଣି, ଆମ୍ଭ ନାମରେ ତାହାର ଶୃଙ୍ଗ ଉନ୍ନତ ହେବ।