Psalms 89:25 — Compare Translations
5 translations compared side by side
Odia - 1840
"ଆମ୍ଭେ ସମୁଦ୍ର ଉପରେ ତାହାର କତ୍ତୃର୍ତ୍ବ ଓ ନଦୀସମୂହ ଉପରେ ତାହାର ନିଯନ୍ତ୍ରଣ ସ୍ଥାପନ କରାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ସମୁଦ୍ର ଉପରେ ତାହାର ହସ୍ତ ଓ ନଦୀସମୂହ ଉପରେ ତାହାର ଦକ୍ଷିଣ ହସ୍ତ ସ୍ଥାପନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସମୁଦ୍ର ଉପରେ ତାହାର କର୍ତ୍ତୃତ୍ୱ ଓ ନଦୀସମୂହ ଉପରେ ତାହାର ନିୟନ୍ତ୍ରଣ ସ୍ଥାପନ କରାଇବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ସମୁଦ୍ର ଉପରେ ତାହାର ହସ୍ତ ଓ ନଦୀସମୂହ ଉପରେ ତାହାର ଦକ୍ଷିଣ ହସ୍ତ ସ୍ଥାପନ କରିବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ସମୁଦ୍ର ଉପରେ ତାହାର ହସ୍ତ ଓ ନଦୀସମୂହ ଉପରେ ତାହାର ଦକ୍ଷିଣ ହସ୍ତ ସ୍ଥାପନ କରିବା।