Psalms 89:26 — Compare Translations
5 translations compared side by side
Odia - 1840
"ସେ ଆମ୍ଭକୁ କହିବ, 'ତୁମ୍ଭେ ମାରେ ପିତା। ତୁମ୍ଭେ ମାରେ ପରମେଶ୍ବର, ମାରେ ଦୃଢ଼ ସୁରକ୍ଷାର ସ୍ଥାନ ଓ ମାରେ ତ୍ରାଣକର୍ତ୍ତା।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆମ୍ଭଙ୍କୁ ଡାକି କହିବ, ତୁମ୍ଭେ ଆମ୍ଭର ପିତା, ଆମ୍ଭର ପରମେଶ୍ଵର ଓ ଆମ୍ଭ ପରିତ୍ରାଣର ଶୈଳ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଆମ୍ଭକୁ କହିବ, ‘ତୁମ୍ଭେ ମୋର ପିତା, ତୁମ୍ଭେ ମୋର ପରମେଶ୍ୱର, ମୋର ଦୃଢ଼ ସୁରକ୍ଷାର ସ୍ଥାନ ଓ ମୋର ତ୍ରାଣକର୍ତ୍ତା।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆମ୍ଭଙ୍କୁ ଡାକି କହିବ, ‘ତୁମ୍ଭେ ଆମ୍ଭର ପିତା, ଆମ୍ଭର ପରମେଶ୍ୱର ଓ ଆମ୍ଭ ପରିତ୍ରାଣର ଶୈଳ।’
Odia IRV 2017 (ଓଡିଆ ବାଇବେଲ)
ସେ ଆମ୍ଭଙ୍କୁ ଡାକି କହିବ, ତୁମ୍ଭେ ଆମ୍ଭର ପିତା, ଆମ୍ଭର ପରମେଶ୍ୱର ଓ ଆମ୍ଭ ପରିତ୍ରାଣର ଶୈଳ।