Psalms 89:27 — Compare Translations

5 translations compared side by side

Odia - 1840
"ଆମ୍ଭେ ତାଙ୍କୁ ଆମ୍ଭର ପ୍ରଥମଜାତ ସନ୍ତାନ କରିବା। ସେ ପୃଥିବୀର ଶକ୍ତିଶାଳୀ ରାଜା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ମଧ୍ୟ ତାହାକୁ ଆମ୍ଭର ପ୍ରଥମଜାତ, ପୃଥିବୀସ୍ଥ ରାଜଗଣ ମଧ୍ୟରେ ସର୍ବୋଚ୍ଚ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତାଙ୍କୁ ଆମ୍ଭର ପ୍ରଥମଜାତ ସନ୍ତାନ କରିବା। ସେ ପୃଥିବୀର ଶକ୍ତିଶାଳୀ ରାଜା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ମଧ୍ୟ ତାହାକୁ ଆମ୍ଭର ପ୍ରଥମଜାତ, ପୃଥିବୀସ୍ଥ ରାଜାଗଣ ମଧ୍ୟରେ ସର୍ବୋଚ୍ଚ କରିବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ମଧ୍ୟ ତାହାକୁ ଆମ୍ଭର ପ୍ରଥମଜାତ, ପୃଥିବୀସ୍ଥ ରାଜାଗଣ ମଧ୍ୟରେ ସର୍ବୋଚ୍ଚ କରିବା।