Psalms 89:28 — Compare Translations

5 translations compared side by side

Odia - 1840
"ଆମ୍ଭେ ସର୍ବଦା ତାଙ୍କୁ ପ୍ରମେ କରିବା ଓ ତା' ପ୍ରତି ବିଶ୍ବସ୍ତ ରହିବା। ଆମ୍ଭର ଚୁକ୍ତି ସର୍ବଦା ତା'ଠାରେ ରଖିବା, ତାହା କବେେ ଶଷେ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଅନନ୍ତକାଳ ତାହା ପକ୍ଷରେ ଆପଣା ଦୟା ରଖିବା, ପୁଣି ଆମ୍ଭର ନିୟମ ତାହା ପକ୍ଷରେ ସୁସ୍ଥିର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସର୍ବଦା ତାଙ୍କୁ ପ୍ରେମ କରିବା ଓ ତା’ ପ୍ରତି ବିଶ୍ୱସ୍ତ ରହିବା। ଆମ୍ଭର ଚୁକ୍ତି ସର୍ବଦା ତା’ଠାରେ ରଖିବା, ତାହା କେବେ ଶେଷ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଅନନ୍ତକାଳ ତାହା ପକ୍ଷରେ ଆପଣା ଦୟା ରଖିବା, ପୁଣି, ଆମ୍ଭର ନିୟମ ତାହା ପକ୍ଷରେ ସୁସ୍ଥିର ହେବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଅନନ୍ତକାଳ ତାହା ପକ୍ଷରେ ଆପଣା ଦୟା ରଖିବା, ପୁଣି, ଆମ୍ଭର ନିୟମ ତାହା ପକ୍ଷରେ ସୁସ୍ଥିର ହେବ।