Psalms 89:29 — Compare Translations
5 translations compared side by side
Odia - 1840
"ଆମ୍ଭେ ତାର ବଂଶକୁ ନିତ୍ଯସ୍ଥାଯୀ ବିରାଜମାନ କରିବା ଓ ତା'ର ସିଂହାସନକୁ ଆକାଶ ଥିବା ପର୍ୟ୍ଯନ୍ତ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ଆମ୍ଭେ ତାହାର ବଂଶକୁ ନିତ୍ୟସ୍ଥାୟୀ କରିବା ଓ ତାହାର ସିଂହାସନକୁ ଆକାଶମଣ୍ତଳର ଆୟୁର ତୁଲ୍ୟ ସ୍ଥିର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତାର ବଂଶକୁ ନିତ୍ୟସ୍ଥାୟୀ ବିରାଜମାନ କରିବା ଓ ତା’ର ସିଂହାସନ ଆକାଶ ଥିବା ପର୍ଯ୍ୟନ୍ତ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ଆମ୍ଭେ ତାହାର ବଂଶକୁ ନିତ୍ୟସ୍ଥାୟୀ କରିବା ଓ ତାହାର ସିଂହାସନକୁ ଆକାଶମଣ୍ଡଳର ଆୟୁର ତୁଲ୍ୟ ସ୍ଥିର କରିବା।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ଆମ୍ଭେ ତାହାର ବଂଶକୁ ନିତ୍ୟସ୍ଥାୟୀ କରିବା ଓ ତାହାର ସିଂହାସନକୁ ଆକାଶମଣ୍ଡଳର ଆୟୁର ତୁଲ୍ୟ ସ୍ଥିର କରିବା।