Psalms 89:3 — Compare Translations

5 translations compared side by side

Odia - 1840
"ତୁମ୍ଭେ କହିଲ, ମୁଁ ଆପଣା ମନୋନୀତ ରାଜା ସଙ୍ଗେ ଏକ ଚୁକ୍ତି କରିଲି। ମୁଁ ମାରେ ଦାସ ଦାଉଦ ସହିତ ଏକ ପ୍ରତିଜ୍ଞା କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଆପଣା ମନୋନୀତ ଲୋକ ସଙ୍ଗେ ନିୟମ କରିଅଛୁ, ଆମ୍ଭେ ଆପଣା ଦାସ ଦାଉଦ ସଙ୍ଗେ ଶପଥ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କହିଲ, “ମୁଁ ଆପଣା ମନୋନୀତ ରାଜା ସଙ୍ଗେ ଏକ ଚୁକ୍ତି କରିଲି। ମୁଁ ମୋର ଦାସ ଦାଉଦ ସହିତ ଏକ ପ୍ରତିଜ୍ଞା କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମ୍ଭେ ଆପଣା ମନୋନୀତ ଲୋକ ସଙ୍ଗେ ନିୟମ କରିଅଛୁ, ଆମ୍ଭେ ଆପଣା ଦାସ ଦାଉଦ ସଙ୍ଗେ ଶପଥ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
“ଆମ୍ଭେ ଆପଣା ମନୋନୀତ ଲୋକ ସଙ୍ଗେ ନିୟମ କରିଅଛୁ, ଆମ୍ଭେ ଆପଣା ଦାସ ଦାଉଦ ସଙ୍ଗେ ଶପଥ କରିଅଛୁ।