Psalms 89:30 — Compare Translations
5 translations compared side by side
Odia - 1840
"ୟଦି ବଂଶଧରଗଣ ଆମ୍ଭ ବ୍ଯବସ୍ଥା ପରିତ୍ଯାଗ କରନ୍ତି ଓ ଆମ୍ଭର ଆଜ୍ଞା ଅନୁସରଣ ନ କରନ୍ତି, ଆମ୍ଭେ ସମାନଙ୍କେୁ ଦଣ୍ଡ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତାହାର ସନ୍ତାନଗଣ ଆମ୍ଭର ବ୍ୟବସ୍ଥା ପରିତ୍ୟାଗ କରନ୍ତି ଓ ଆମ୍ଭ ଶାସନରେ ନ ଚାଲନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଯଦି ବଂଶଧରଗଣ ଆମ୍ଭ ବ୍ୟବସ୍ଥା ପରିତ୍ୟାଗ କରନ୍ତି ଓ ଆମ୍ଭର ଆଜ୍ଞା ଅନୁସରଣ ନ କରନ୍ତି, ଆମ୍ଭେ ସେମାନଙ୍କୁ ଦଣ୍ଡ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତାହାର ସନ୍ତାନଗଣ ଆମ୍ଭର ବ୍ୟବସ୍ଥା ପରିତ୍ୟାଗ କରନ୍ତି ଓ ଆମ୍ଭ ଶାସନରେ ନ ଚାଲନ୍ତି;
Odia IRV 2017 (ଓଡିଆ ବାଇବେଲ)
ଯଦି ତାହାର ସନ୍ତାନଗଣ ଆମ୍ଭର ବ୍ୟବସ୍ଥା ପରିତ୍ୟାଗ କରନ୍ତି ଓ ଆମ୍ଭ ଶାସନରେ ନ ଚାଲନ୍ତି;