Psalms 89:31 — Compare Translations
5 translations compared side by side
Odia - 1840
"ୟଦି ସମାନେେ ମାେ ନିଯମ ଭଙ୍ଗ କରନ୍ତି ଏବଂ ମାେ ଆଜ୍ଞା ନ ପାଳନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ସେମାନେ ଆମ୍ଭର ବିଧି ଲଙ୍ଘନ କରନ୍ତି ଓ ଆମ୍ଭର ଆଜ୍ଞାସବୁ ନ ପାଳନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେମାନେ ମୋ’ ନିୟମ ଭଙ୍ଗ କରନ୍ତି ଏବଂ ମୋ’ ଆଜ୍ଞା ନ ପାଳନ୍ତି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ସେମାନେ ଆମ୍ଭର ବିଧି ଲଙ୍ଘନ କରନ୍ତି ଓ ଆମ୍ଭର ଆଜ୍ଞାସବୁ ନ ପାଳନ୍ତି;
Odia IRV 2017 (ଓଡିଆ ବାଇବେଲ)
ଯଦି ସେମାନେ ଆମ୍ଭର ବିଧି ଲଙ୍ଘନ କରନ୍ତି ଓ ଆମ୍ଭର ଆଜ୍ଞାସବୁ ନ ପାଳନ୍ତି;