Psalms 89:32 — Compare Translations
5 translations compared side by side
Odia - 1840
"ତବେେ ଆମ୍ଭେ ଲୌହ ନିର୍ମିତ ବାଡ଼ିରେ ସମାନଙ୍କେ ଅପରାଧ ଓ ପ୍ରହାର ଦ୍ବାରା ସମାନଙ୍କେୁ କଠାେର ଦଣ୍ଡ ଦବୋ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଆମ୍ଭେ ଯଷ୍ଟି ଦ୍ଵାରା ସେମାନଙ୍କ ଅପରାଧର ଓ ପ୍ରହାର ଦ୍ଵାରା ସେମାନଙ୍କ ଅଧର୍ମର ଶାସ୍ତି ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ଆମ୍ଭେ ଲୌହ ନିର୍ମିତ ବାଡ଼ିରେ ସେମାନଙ୍କ ଅପରାଧ ଓ ପ୍ରହାର ଦ୍ୱାରା ସେମାନଙ୍କୁ କଠୋର ଦଣ୍ଡ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଆମ୍ଭେ ଯଷ୍ଟି ଦ୍ୱାରା ସେମାନଙ୍କ ଅପରାଧର ଓ ପ୍ରହାର ଦ୍ୱାରା ସେମାନଙ୍କ ଅଧର୍ମର ଶାସ୍ତି ଦେବା।
Odia IRV 2017 (ଓଡିଆ ବାଇବେଲ)
ତେବେ ଆମ୍ଭେ ଯଷ୍ଟି ଦ୍ୱାରା ସେମାନଙ୍କ ଅପରାଧର ଓ ପ୍ରହାର ଦ୍ୱାରା ସେମାନଙ୍କ ଅଧର୍ମର ଶାସ୍ତି ଦେବା।