Psalms 89:33 — Compare Translations
5 translations compared side by side
Odia - 1840
"ମାତ୍ର ସମାନଙ୍କେୁ ଦାଉଦଙ୍କ ପ୍ରମଠାରୁେ ବଞ୍ଚିତ କରିବା ନାହିଁ। ଆମ୍ଭେ ସମାନଙ୍କେ ପ୍ରତି ଚିରଦିନ ବିଶ୍ବସ୍ତ ରହିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତାହାଠାରୁ ଆମ୍ଭେ ଆପଣା ଦୟା ଏକା; ନେବା ନାହିଁ; କିଅବା ଆମ୍ଭ ବିଶ୍ଵସ୍ତତାର ତ୍ରୁଟି ହେବାକୁ ଦେବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେମାନଙ୍କୁ ଦାଉଦଙ୍କ ପ୍ରେମଠାରୁ ବଞ୍ଚିତ କରିବା ନାହିଁ। ଆମ୍ଭେ ସେମାନଙ୍କ ପ୍ରତି ଚିରଦିନ ବିଶ୍ୱସ୍ତ ରହିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତାହାଠାରୁ ଆମ୍ଭେ ଆପଣା ଦୟା ଏକାନ୍ତ ନେବା ନାହିଁ; କିଅବା ଆମ୍ଭ ବିଶ୍ୱସ୍ତତାର ତ୍ରୁଟି ହେବାକୁ ଦେବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତାହାଠାରୁ ଆମ୍ଭେ ଆପଣା ଦୟା ଏକାନ୍ତ ନେବା ନାହିଁ; କିଅବା ଆମ୍ଭ ବିଶ୍ୱସ୍ତତାର ତ୍ରୁଟି ହେବାକୁ ଦେବା ନାହିଁ।