Psalms 89:34 — Compare Translations
5 translations compared side by side
Odia - 1840
"ଆମ୍ଭେ ଦାଉଦଙ୍କ ସହିତ କରିଥିବା ଚୁକ୍ତିକୁ ଲଙ୍ଘନ କରିବା ନାହିଁ କିଅବା ଚୁକ୍ତିର ପରିବର୍ତ୍ତନ କରିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଆପଣା ନିୟମ ଲଙ୍ଘନ କରିବା ନାହିଁ, କିଅବା ଆପଣା ଓଷ୍ଠାଧରରୁ ନିର୍ଗତ କଥା ଅନ୍ୟଥା କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଦାଉଦଙ୍କ ସହିତ କରିଥିବା ଚୁକ୍ତିକୁ ଲଙ୍ଘନ କରିବା ନାହିଁ କିଅବା ଚୁକ୍ତିର ପରିବର୍ତ୍ତନ କରିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଆପଣା ନିୟମ ଲଙ୍ଘନ କରିବା ନାହିଁ, କିଅବା ଆପଣା ଓଷ୍ଠାଧରରୁ ନିର୍ଗତ କଥା ଅନ୍ୟଥା କରିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଆପଣା ନିୟମ ଲଙ୍ଘନ କରିବା ନାହିଁ, କିଅବା ଆପଣା ଓଷ୍ଠାଧରରୁ ନିର୍ଗତ କଥା ଅନ୍ୟଥା କରିବା ନାହିଁ।