Psalms 89:35 — Compare Translations

5 translations compared side by side

Odia - 1840
"ଆମ୍ଭେ ଆପଣା ପ୍ରବିତ୍ରତା ଦ୍ବାରା ସାକ୍ଷୀରଖି ଆମ୍ଭେ ଦାଉଦ ନିକଟରେ ଏକ ବିଶଷେ ପ୍ରତିଜ୍ଞା କରିଥିଲୁ। ତଣେୁ ଆମ୍ଭେ ଦାଉଦ ପ୍ରତି ଆପଣା ପ୍ରତିଜ୍ଞା ଭଂଗ କରିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଆପଣା ପବିତ୍ରତା ଘେନି ଥରେ ଶପଥ କରିଅଛୁ; ଆମ୍ଭେ ଦାଉଦକୁ ମିଥ୍ୟା କହିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଆପଣା ପ୍ରବିତ୍ରତା ଦ୍ୱାରା ସାକ୍ଷୀରଖି ଆମ୍ଭେ ଦାଉଦ ନିକଟରେ ଏକ ବିଶେଷ ପ୍ରତିଜ୍ଞା କରିଥିଲୁ। ତେଣୁ ଆମ୍ଭେ ଦାଉଦ ପ୍ରତି ଆପଣା ପ୍ରତିଜ୍ଞା ଭଙ୍ଗ କରିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଆପଣା ପବିତ୍ରତା ଘେନି ଥରେ ଶପଥ କରିଅଛୁ; ଆମ୍ଭେ ଦାଉଦଙ୍କୁ ମିଥ୍ୟା କହିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଆପଣା ପବିତ୍ରତା ଘେନି ଥରେ ଶପଥ କରିଅଛୁ; ଆମ୍ଭେ ଦାଉଦକୁ ମିଥ୍ୟା କହିବା ନାହିଁ।