Psalms 89:36 — Compare Translations

5 translations compared side by side

Odia - 1840
"ଦାଉଦର ବଂଶ ସଦାକାଳ ରହିବ। ଦାଉଦର ସିଂହାସନ ସୂର୍ୟ୍ଯ ଥିବା ପର୍ୟ୍ଯନ୍ତ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ବଂଶ ସଦାକାଳ ରହିବ ଓ ତାହାର ସିଂହାସନ ଆମ୍ଭ ସମ୍ମୁଖରେ ସୂର୍ଯ୍ୟ ତୁଲ୍ୟ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦର ବଂଶ ସଦାକାଳ ରହିବ। ଦାଉଦର ସିଂହାସନ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ବଂଶ ସଦାକାଳ ରହିବ ଓ ତାହାର ସିଂହାସନ ଆମ୍ଭ ସମ୍ମୁଖରେ ସୂର୍ଯ୍ୟ ତୁଲ୍ୟ ରହିବ।
Odia IRV 2017 (ଓଡିଆ ବାଇବେଲ)
ତାହାର ବଂଶ ସଦାକାଳ ରହିବ ଓ ତାହାର ସିଂହାସନ ଆମ୍ଭ ସମ୍ମୁଖରେ ସୂର୍ଯ୍ୟ ତୁଲ୍ୟ ରହିବ।