Psalms 89:37 — Compare Translations

5 translations compared side by side

Odia - 1840
"ଏହା ଚନ୍ଦ୍ରପରି ଚିରଦିନ ଚାଲୁ ରହିବ। ଏହା ଆକାଶପରି ଚିରଦିନ ପାଇଁ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ସଦାକାଳ ଚନ୍ଦ୍ର ତୁଲ୍ୟ ଓ ଆକାଶସ୍ଥ ବିଶ୍ଵସ୍ତ ସାକ୍ଷୀ ତୁଲ୍ୟ ସ୍ଥିରୀକୃତ ହେବ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ଏହା ଚନ୍ଦ୍ରପରି ଚିରଦିନ ଗ୍ଭଲୁ ରହିବ। ଏହା ଆକାଶପରି ଚିରଦିନ ପାଇଁ ରହିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ସଦାକାଳ ଚନ୍ଦ୍ର ତୁଲ୍ୟ ଓ ଆକାଶସ୍ଥ ବିଶ୍ୱସ୍ତ ସାକ୍ଷୀ ତୁଲ୍ୟ ସ୍ଥିରୀକୃତ ହେବ।”
Odia IRV 2017 (ଓଡିଆ ବାଇବେଲ)
ତାହା ସଦାକାଳ ଚନ୍ଦ୍ର ତୁଲ୍ୟ ଓ ଆକାଶସ୍ଥ ବିଶ୍ୱସ୍ତ ସାକ୍ଷୀ ତୁଲ୍ୟ ସ୍ଥିରୀକୃତ ହେବ।” [ସେଲା]