Psalms 89:38 — Compare Translations
5 translations compared side by side
Odia - 1840
"କିନ୍ତୁ ହେ ପରମେଶ୍ବର, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କୋର୍ଧ ହାଇେଅଛି, ତୁମ୍ଭେ ତାକୁ ଛାଡ଼ିଲ ଏବଂ ତ୍ଯାଗ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ଦୂର କରି ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କ୍ରୁଦ୍ଧ ହୋଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ହେ ପରମେଶ୍ୱର, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କ୍ରୋଧ ହୋଇଅଛି, ତୁମ୍ଭେ ତାକୁ ଛାଡ଼ିଲ ଏବଂ ତ୍ୟାଗ କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ଦୂର କରି ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କ୍ରୁଦ୍ଧ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେ ଦୂର କରି ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କ୍ରୁଦ୍ଧ ହୋଇଅଛ।
Recommended Reading