Psalms 89:39 — Compare Translations
5 translations compared side by side
Odia - 1840
"ତୁମ୍ଭେ ଦାସ ସହିତ କରିଥିବା ତୁମ୍ଭର ଚୁକ୍ତିକୁ ଭଂଗ କରିଅଛ। ତୁମ୍ଭେ ରାଜାଙ୍କର ମୁକୁଟ ଅଳିଆ ଗଦାରେ ପକାଇ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଦାସର ନିୟମ ଘୃଣା କରିଅଛ; ତୁମ୍ଭେ ତାହାର ମୁକୁଟ ଭୂମିରେ ପକାଇ ଅଶୁଚି କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଦାସ ସହିତ କରିଥିବା ତୁମ୍ଭର ଚୁକ୍ତିକୁ ଭଙ୍ଗ କରିଅଛ। ତୁମ୍ଭେ ରାଜାଙ୍କର ମୁକୁଟ ଅଳିଆ ଗଦାରେ ପକାଇ ଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଦାସର ନିୟମ ଘୃଣା କରିଅଛ; ତୁମ୍ଭେ ତାହାର ମୁକୁଟ ଭୂମିରେ ପକାଇ ଅଶୁଚି କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଦାସର ନିୟମ ଘୃଣା କରିଅଛ; ତୁମ୍ଭେ ତାହାର ମୁକୁଟ ଭୂମିରେ ପକାଇ ଅଶୁଚି କରିଅଛ।