Psalms 89:4 — Compare Translations
5 translations compared side by side
Odia - 1840
"ହେ ଦାଉଦ, ମୁଁ ତୁମ୍ଭ ବଂଶକୁ ସଦାକାଳ ଅମର କରିବି ଓ ପରମ୍ପରା କ୍ରମେ ତୁମ୍ଭର ସିଂହାସନକୁ ଶକ୍ତ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭ ବଂଶକୁ ସଦାକାଳ ସୁସ୍ଥିର କରିବା ଓ ପୁରୁଷପରମ୍ପରା ପର୍ଯ୍ୟନ୍ତ ତୁମ୍ଭର ସିଂହାସନ ଗଢ଼ିବା । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
‘ହେ ଦାଉଦ, ମୁଁ ତୁମ୍ଭ ବଂଶକୁ ସଦାକାଳ ଅମର କରିବି ଓ ପରମ୍ପରା କ୍ରମେ ତୁମ୍ଭର ସିଂହାସନକୁ ଶକ୍ତ କରିବି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ଆମ୍ଭେ ତୁମ୍ଭ ବଂଶକୁ ସଦାକାଳ ସୁସ୍ଥିର କରିବା ଓ ପୁରୁଷ-ପରମ୍ପରା ପର୍ଯ୍ୟନ୍ତ ତୁମ୍ଭର ସିଂହାସନ ଗଢ଼ିବା।’”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭ ବଂଶକୁ ସଦାକାଳ ସୁସ୍ଥିର କରିବା ଓ ପୁରୁଷ-ପରମ୍ପରା ପର୍ଯ୍ୟନ୍ତ ତୁମ୍ଭର ସିଂହାସନ ଗଢ଼ିବା।” [ସେଲା]