Psalms 89:41 — Compare Translations
5 translations compared side by side
Odia - 1840
"ପଥ ଦଇେ ୟିବା ଲୋକ ସମସ୍ତେ ତାଙ୍କୁ ଲୁଟ କରନ୍ତି। ଆପଣା ପ୍ରତିବେଶୀମାନେ ତାଙ୍କୁ ପରିହାସ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପଥ ଦେଇ ଯିବା ଲୋକସମସ୍ତେ ତାହାକୁ ଲୁଟ କରନ୍ତି; ସେ ଆପଣା ପ୍ରତିବାସୀମାନଙ୍କର ନିନ୍ଦାପାତ୍ର ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପଥ ଦେଇ ଯିବା ଲୋକ ସମସ୍ତେ ତାଙ୍କୁ ଲୁଟ କରନ୍ତି। ଆପଣା ପ୍ରତିବାସୀମାନେ ତାଙ୍କୁ ପରିହାସ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପଥ ଦେଇ ଯିବା ଲୋକ ସମସ୍ତେ ତାହାକୁ ଲୁଟ କରନ୍ତି; ସେ ଆପଣା ପ୍ରତିବାସୀମାନଙ୍କର ନିନ୍ଦାପାତ୍ର ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ପଥ ଦେଇ ଯିବା ଲୋକସମସ୍ତେ ତାହାକୁ ଲୁଟ କରନ୍ତି; ସେ ଆପଣା ପ୍ରତିବାସୀମାନଙ୍କର ନିନ୍ଦାପାତ୍ର ହୋଇଅଛି।