Psalms 89:42 — Compare Translations

5 translations compared side by side

Odia - 1840
"ତୁମ୍ଭେ ରାଜାଙ୍କର ଶତ୍ରୁମାନଙ୍କୁ ୟୁଦ୍ଧରେ ପରାଜିତ କରିଅଛ। ତୁମ୍ଭେ ତା'ର ସମସ୍ତ ଶତ୍ରୁଙ୍କୁ ଖୁସି କରାଇଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତାହାର ବିପକ୍ଷମାନଙ୍କ ଦକ୍ଷିଣ ହସ୍ତ ଉନ୍ନତ କରିଅଛ; ତୁମ୍ଭେ ତାହାର ସକଳ ଶତ୍ରୁଙ୍କୁ ଆନନ୍ଦିତ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ରାଜାଙ୍କର ଶତ୍ରୁମାନଙ୍କୁ ଯୁଦ୍ଧରେ ପରାଜିତ କରିଅଛ। ତୁମ୍ଭେ ତା’ର ସମସ୍ତ ଶତ୍ରୁଙ୍କୁ ଖୁସୀ କରାଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତାହାର ବିପକ୍ଷମାନଙ୍କ ଦକ୍ଷିଣ ହସ୍ତ ଉନ୍ନତ କରିଅଛ; ତୁମ୍ଭେ ତାହାର ସକଳ ଶତ୍ରୁଙ୍କୁ ଆନନ୍ଦିତ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ତାହାର ବିପକ୍ଷମାନଙ୍କ ଦକ୍ଷିଣ ହସ୍ତ ଉନ୍ନତ କରିଅଛ; ତୁମ୍ଭେ ତାହାର ସକଳ ଶତ୍ରୁଙ୍କୁ ଆନନ୍ଦିତ କରିଅଛ।