Psalms 89:43 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ତୁମ୍ଭେ ସମାନଙ୍କେୁ ନିଜକୁ ରକ୍ଷା କରିବାରେ ସାହାୟ୍ଯ କରିଛ। ତୁମ୍ଭେ ନିଜ ରାଜାଙ୍କୁ ୟୁଦ୍ଧରେ ଜଯଲାଭ କରିବାକୁ ସାହାୟ୍ଯ କରି ନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ତୁମ୍ଭେ ତାହାର ଖଡ଼୍ଗଧାର ଫେରାଉଅଛ ଓ ଯୁଦ୍ଧରେ ତାହାକୁ ଛିଡ଼ା ହେବାକୁ ଦେଇ ନାହଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ନିଜକୁ ରକ୍ଷା କରିବାରେ ସାହାଯ୍ୟ କରିଅଛ। ତୁମ୍ଭେ ନିଜ ରାଜାଙ୍କୁ ଯୁଦ୍ଧରେ ଜୟଲାଭ କରିବାକୁ ସାହାଯ୍ୟ କରି ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ତୁମ୍ଭେ ତାହାର ଖଡ୍ଗଧାର ଫେରାଉଅଛ ଓ ଯୁଦ୍ଧରେ ତାହାକୁ ଛିଡ଼ା ହେବାକୁ ଦେଇ ନାହଁ।
Odia IRV 2017 (ଓଡିଆ ବାଇବେଲ)
ହଁ, ତୁମ୍ଭେ ତାହାର ଖଡ୍ଗଧାର ଫେରାଉଅଛ ଓ ଯୁଦ୍ଧରେ ତାହାକୁ ଛିଡ଼ା ହେବାକୁ ଦେଇ ନାହଁ।