Psalms 89:44 — Compare Translations
5 translations compared side by side
Odia - 1840
"ତୁମ୍ଭେ ତାଙ୍କୁ ଜିତିବାକୁ ଦଇେ ନାହଁ। ତୁମ୍ଭେ ତା'ର ସିଂହାସନକୁ ଭୂମିରେ ଫିଙ୍ଗିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତାହାର ତେଜ ନିବୃତ୍ତ କରିଅଛ ଓ ତାହାର ସିଂହାସନ ଭୂମିକି ପକାଇ ଦେଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତାଙ୍କୁ ଜିତିବାକୁ ଦେଇ ନାହଁ। ତୁମ୍ଭେ ତା’ର ସିଂହାସନକୁ ଭୂମିରେ ଫିଙ୍ଗିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତାହାର ରାଜଦଣ୍ଡ ନିବୃତ୍ତ କରିଅଛ ଓ ତାହାର ସିଂହାସନ ଭୂମିକୁ ପକାଇ ଦେଇଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ତାହାର ରାଜଦଣ୍ଡ ନିବୃତ୍ତ କରିଅଛ ଓ ତାହାର ସିଂହାସନ ଭୂମିକୁ ପକାଇ ଦେଇଅଛ।