Psalms 89:45 — Compare Translations

5 translations compared side by side

Odia - 1840
"ତୁମ୍ଭେ ତା'ର ଜୀବନକୁ କ୍ଷୀଣ କଲ। ତୁମ୍ଭେ ତାଙ୍କୁ ଲଜ୍ଜାରେ ଆଚ୍ଛନ୍ନ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତାହାର ଯୌବନ ଦିନ ହ୍ରାସ କରିଅଛ; ତୁମ୍ଭେ ଲଜ୍ଜାରେ ତାହାକୁ ଆଚ୍ଛନ୍ନ କରିଅଛ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତା’ର ଜୀବନକୁ କ୍ଷୀଣ କଲ। ତୁମ୍ଭେ ତାଙ୍କୁ ଲଜ୍ଜାରେ ଆଚ୍ଛନ୍ନ କଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତାହାର ଯୌବନ ଦିନ ହ୍ରାସ କରିଅଛ; ତୁମ୍ଭେ ଲଜ୍ଜାରେ ତାହାକୁ ଆଚ୍ଛନ୍ନ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ତାହାର ଯୌବନ ଦିନ ହ୍ରାସ କରିଅଛ; ତୁମ୍ଭେ ଲଜ୍ଜାରେ ତାହାକୁ ଆଚ୍ଛନ୍ନ କରିଅଛ। [ସେଲା]