Psalms 89:47 — Compare Translations
5 translations compared side by side
Odia - 1840
"ଏହା ସ୍ମରଣ କର ୟେ, ମାରେ ଜୀବନ କେତେ କ୍ଷୀଣ। ତୁମ୍ଭେ ଆମ୍ଭକୁ ସୃଷ୍ଟି କରିଛ ଅଳ୍ପ ଦିନ ପାଇଁ, ଏହାପରେ ଆମ୍ଭେ ମରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହେ, ମୋହର ସମୟ କିପରି ଅଳ୍ପ, ଏହା ସ୍ମରଣ କର; ତୁମ୍ଭେ କିପରି ଅସାରତା ନିମନ୍ତେ ମନୁଷ୍ୟ-ସନ୍ତାନସମସ୍ତଙ୍କୁ ସୃଷ୍ଟି କରିଅଛ!
Odia Bible ERV 2004 (ପବିତ୍ର ବାଇବଲ)
ଏହା ସ୍ମରଣ କର ଯେ, ମୋର ଜୀବନ କେତେ କ୍ଷୀଣ। ତୁମ୍ଭେ ଆମ୍ଭକୁ ସୃଷ୍ଟି କରିଅଛ ଅଳ୍ପ ଦିନ ପାଇଁ, ଏହା ପରେ ଆମ୍ଭେ ମରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହେ, ମୋହର ସମୟ କିପରି ଅଳ୍ପ, ଏହା ସ୍ମରଣ କର; ତୁମ୍ଭେ କିପରି ଅସାରତା ନିମନ୍ତେ ମନୁଷ୍ୟ-ସନ୍ତାନ ସମସ୍ତଙ୍କୁ ସୃଷ୍ଟି କରିଅଛ!
Odia IRV 2017 (ଓଡିଆ ବାଇବେଲ)
ଆହେ, ମୋହର ସମୟ କିପରି ଅଳ୍ପ, ଏହା ସ୍ମରଣ କର; ତୁମ୍ଭେ କିପରି ଅସାରତା ନିମନ୍ତେ ମନୁଷ୍ୟ ସନ୍ତାନ ସମସ୍ତଙ୍କୁ ସୃଷ୍ଟି କରିଅଛ!